『Ardhangini』のカバーアート

Ardhangini

プレビューの再生

聴き放題対象外タイトルです。Audibleプレミアムプラン登録で、非会員価格の30%OFFで購入できます。

¥1,120で会員登録し購入
オーディオブック・ポッドキャスト・オリジナル作品など数十万以上の対象作品が聴き放題。
オーディオブックをお得な会員価格で購入できます。
30日間の無料体験後は月額¥1500で自動更新します。いつでも退会できます。

Ardhangini

著者: ସଦାନନ୍ଦ ତ୍ରିପାଠୀ
ナレーター: କରୁଣାକର
¥1,120で会員登録し購入

30日間の無料体験後は月額¥1500で自動更新します。いつでも退会できます。

¥1,600 で購入

¥1,600 で購入

注文を確定する
下4桁がのクレジットカードで支払う
ボタンを押すと、Audibleの利用規約およびAmazonのプライバシー規約同意したものとみなされます。支払方法および返品等についてはこちら
キャンセル

このコンテンツについて

ସେ କଥା କହନ୍ତି ଯେପରି, ଲେଖନ୍ତି ବି ସେହିପରି। ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ କହୁଥିବା କାହାଣୀର ପରିପାର୍ଶ୍ଵ ସହ ଆକ୍ଷରିକ ଭାବେ ନିଜକୁ ସାମିଲ୍‍ କରିଥାନ୍ତି। ତେଣୁ ତାଙ୍କର ଅନୁଭୂତି, ଉପଲବ୍ଧି ଓ ଅନ୍ତର୍ଦୃଷ୍ଟି ଯେତେବେଳେ ଗଳ୍ପରେ ରୂପାୟିତ ହୁଏ, ତାହା ପାଠକକୁ ଆଶାତୀତ ସ୍ୱାଦ ଓ ଆବେଗ ଯୋଗାଇବାର ସାମର୍ଥ୍ୟ ରଖେ। ଓଡ଼ିଶାର ମାଟି, ପାଣି, ପବନ ସହିତ ଏକାତ୍ମ ଏ ଗାଳ୍ପିକଙ୍କ ଗଳ୍ପରେ ରୂପାୟିତ ସ୍ଥାନ ଓ ଘଟଣା ଏବଂ ଚରିତ୍ରସବୁ ନିହାତି ଚିହ୍ନାଚିହ୍ନା ଲାଗନ୍ତି। ଏହି ସଂକଳନରେ ସ୍ଥାନିତ ଗଳ୍ପଗୁଡ଼ିକରେ ଭିନ୍ନଭିନ୍ନ ପରିବେଶ ଓ ପରିସ୍ଥିତିର ଜଣେଜଣେ ଅର୍ଦ୍ଧାଙ୍ଗିନୀଙ୍କୁ ଭେଟିବେ ପାଠକେ ଏବଂ ଅନୁଭବ କରିପାରିବେ ଲେଖକଙ୍କ ଅକୃତ୍ରିମ ଓ ଅନନ୍ୟ ଅନୁଧ୍ୟାନର ଅପୂର୍ବ ଅନ୍ଦାଜ୍‍କୁ।©2021 Storyside IN (P)2021 Storyside IN 大衆小説 文芸小説

Ardhanginiに寄せられたリスナーの声

カスタマーレビュー:以下のタブを選択することで、他のサイトのレビューをご覧になれます。